ରାୟଗଡ଼(ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲା ଶିକ୍ଷାଧିକାରୀ ଦାଇତ୍ଵ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଭଜନଲାଲ ମାଝୀଙ୍କୁ ପ୍ରଦାନ କରାଯାଇଅଛି | ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶ୍ରୀଯୁକ୍ତ ମାଝୀଙ୍କୁ ଆର୍ଥିକ କ୍ଷମତା ସହ ରାୟଗଡ଼ ଜିଲ୍ଲାଶିକ୍ଷାଧିକାରୀ ଦାଇତ୍ଵ ପ୍ରଦାନ…
Tag: news oriya
ଚମ୍ପୁଆ ଶିଶୁ ମନ୍ଦିରରେ ଓଡ଼ିଶା ଦିବସ ଓ ବିଦ୍ୟାରମ୍ଭ ଯଜ୍ଞ ଅନୁଷ୍ଠିତ
କେନ୍ଦୁଝର/ଚମ୍ପୁଆ(ପ୍ରଦୀପ କୁମାର ମହାନ୍ତ) :ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଓଡିଶା ଦିବସ ଓ ବିଦ୍ୟାରମ୍ଭ ଯଜ୍ଞ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ପ୍ରଧାନ, ଆଚାର୍ଯ୍ୟ ସତ୍ୟଜିତ ପ୍ରଧାନ ଓ ଚିତ୍ତରଞ୍ଜନ ମହାନ୍ତ ଆଦି…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ଉତ୍କଳ ଦିବସ ପାଳିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପବିତ୍ର ଉତ୍କଳ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…
ଶିଶୁ ବାଟିକାରେ ନାମ ଲେଖାଇବାକୁ ଘରକୁ ଘର ବୁଲି ନିମନ୍ତ୍ରଣ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ଯରେ ରାଜ୍ୟ ସରକାର ନୂତନ ଶିକ୍ଷାନୀତି ଗତ ଶିକ୍ଷାବର୍ଷରୁ ଶିଶୁ ବାଟିକା ଆରମ୍ଭ କରିଛନ୍ତି। ଶିଶୁ ବାଟିକାରେ କୁନିକୁନି ପିଲାମାନେ…
ଚମ୍ପୁଆ ଥାନାରେ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ) : ଚମ୍ପୁଆ ପୋଲିସ ଉପଖଣ୍ଡ ପକ୍ଷରୁ ଏବଂ ଚମ୍ପୁଆ ଥାନା ଅଧିକାରୀ ସ୍ୱରୁପ ନାୟକଙ୍କ ପ୍ରତ୍ୟେକ୍ଷ ତତ୍ବାବଧାନରେ ଚମ୍ପୁଆ ଥାନା ପରିସରରେ ଏକ ମେଗା ସ୍ଵେଚ୍ଛା କୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।…
ଇଚ୍ଛାପୁର ରେ ଅଖଣ୍ଡ ଚବିଶ ପ୍ରହର ନାମଯଜ୍ଞ ସଂକୀର୍ତ୍ତନ ଅନୁଷ୍ଠିତ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ଇଛାପୁର(ସାନନଇଁ) ଗ୍ରାମବାସୀ ବୃନ୍ଦଙ୍କ ଆନୁକୂଲ୍ୟରେ ଶ୍ରୀ ଶ୍ରୀ ଚୈତନ୍ୟ ମହାପ୍ରଭୁଙ୍କ ମହାମନ୍ତ୍ର ଅଖଣ୍ଡ ଚବିଶ ପ୍ରହର ନାମଯଜ୍ଞ ସଂକୀର୍ତ୍ତନ ଅନୁଷ୍ଠିତ ହୋଇଯାଇଛି l ଗତ ୨୬. ୦୩. ୨୬ ଠାରୁ ଆରମ୍ଭ…
ବିଶ୍ୱ ନାଟ୍ୟ ଦିବସ ପାଳିତ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ରଚିତ ନାଟକ “ବୃତ୍ତି” ପରିବେଷିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ବିଶ୍ୱ ନାଟକ ଦିବସ ଅବସରରେ ଗତ କାଲି ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ଠାରେ ନାଟ୍ୟ ଚକ୍ର ଅନୁଷ୍ଠାନ ପକ୍ଷରୁ ନାଟକ “ବୃତ୍ତି” ପରିବେଷଣ କରା ଯାଇଥିଲା l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ…
ଢେଲେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୦ତମ ବାର୍ଷିକ ଉତ୍ସବ “ଶିଶୁ ଝରନ୍” ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଜିଲ୍ଲା ଉଲୁଣ୍ଡା ବ୍ଲକ ଅଧୀନସ୍ଥ ଢେଲେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୦ତମ ବାର୍ଷିକ ଉତ୍ସବ “ଶିଶୁ ଝରନ୍” ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ ଡ. ଅନିରୁଦ୍ଧ କୁରୁକୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଉଲୁଣ୍ଡା ବ୍ଲକ ଅତିରିକ୍ତ…
ଜିଲ୍ଲା ମତ୍ସ୍ୟ ଵିଭାଗ ପକ୍ଷରୁ ଦୁଇ ଦିନିଆ ତାଲିମ୍ ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବେ ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଜୟ କୁମାର ସାହୁ,ପିଡି ମୃତ୍ତିକା ସଂରକ୍ଷଣ ବିଭାଗ ର କିଶୋର ଚନ୍ଦ୍ର ବେହେରା,…
ପଖାଳ ଦିବସ ପାଳିତ
ରାୟଗଡ଼ା (ଗୋପୀନାଥ ଗୌଡ଼): ଓଡିଶାର ଲୋକ ଜୀବନ ସହିତ ଜଡିତ ଏକ ଅତ୍ୟନ୍ତ ଲୋକପ୍ରିୟ ପର୍ବ ହେଉଛି ପଖାଳ ପରବ ତଥା ପଖାଳ ଦିବସ । ପ୍ରତିବର୍ଷ ମାର୍ଚ୍ଚ ୨୦ତାରିଖରେ ଏହି ଦିବସକୁ ଉତ୍ସାହ ଓ ଆନନ୍ଦର ସହିତ ପାଳନ କରାଯାଉଛି…
