ପିପୁଲ୍ସ କଲେଜର ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ଭାମଶ୍ୟାଳି ପଞ୍ଚାୟତରେ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲ୍ସ କଲେଜ ପଦାର୍ଥ ବିଜ୍ଞାନ ବିଭାଗର ଚତୁର୍ଥ ସେମିଷ୍ଟାର ଛାତ୍ରଛାତ୍ରୀମାନଙ୍କ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଭାମଶ୍ୟାଳି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପଦାର୍ଥ ବିଜ୍ଞାନ ବିଭାଗର ଚତୁର୍ଥ…

ଭଏସ ଅଫ ମିଡ଼ିଆ ତରଫରୁ ଜିଲ୍ଲାସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ l

କେନ୍ଦୁଝର (ରିପୋର୍ଟ୍ – ପ୍ରଦୀପ ମହାନ୍ତ) :କେନ୍ଦୁଝର ସହର ନିକଟସ୍ଥ ସ୍ଥାନୀୟ ରୋଟାରୀ ଭବନ ଠାରେ ଭଏସ ଅଫ ମିଡ଼ିଆ ତରଫରୁ ଏକ ଜିଲ୍ଲାସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ସର୍ବପ୍ରଥମେ କେନ୍ଦୁଝରର ଆରାଧ୍ୟାଦେଵୀ ମା’ତାରିଣୀଙ୍କ ଫୋଟ…

ଚିତ୍ତଲପୁରରେ ବିଜେପିର ୪୭ତମ ପ୍ରତିଷ୍ଠା ଦିବସ ଉତ୍ସାହ ଓ ଜନସ୍ଫୂର୍ତ୍ତିରେ ପାଳିତ

ଢେଙ୍କାନାଳ(ସୁବ୍ରତ ନାଏକ):ଚିତ୍ତଲପୁର: ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟି (ବିଜେପି)ର ୪୭ତମ ପ୍ରତିଷ୍ଠା ଦିବସ ଅବସରରେ ବାବନ୍ଧ ମଣ୍ଡଳ ବିଜେପି ପକ୍ଷରୁ ଚିତ୍ତଲପୁର ସ୍ଥିତ ବାବା ଉଗ୍ରେଶ୍ୱର ମନ୍ଦିର ନିକଟରେ ଥିବା କଲ୍ୟାଣୀ ମଣ୍ଡପରେ ଏକ ଭବ୍ୟ, ସୁସଂଘଟିତ…

ସୋନପୁର ବ୍ଳକ ପକ୍ଷରୁ ଭୀମ ଭୋଇ ଖଲିଆପାଲି ଠାରେ ସ୍ବଚ୍ଛତା ଅଭିଯାନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡ଼ିଶା ସରକାର ଙ୍କ ଓଡ଼ିଆ ପକ୍ଷ ପାଳନ ଅବସରରେ ଷଷ୍ଠ ଦିନରେ ଦେବାଳୟ ଓ ଐତିହ୍ୟ ସ୍ଥଳୀ ଗୁଡିକର ସ୍ବଚ୍ଛତା ଅଭିଯାନ ଅନୁଷ୍ଟିତ ହୋଇଥିବା ବେଳେ ସୋନପୁର ବ୍ଲକ ପକ୍ଷରୁ ଭୀମଭୋଇ ଙ୍କ ସମାଧି ପୀଠ…

କୁମାରକେଳି ସ୍କୁଲରେ ପରିବେଶ ସୁରକ୍ଷା କାର୍ଯକ୍ରମ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ୍‌ ଅନ୍ତର୍ଗତ କୁମାରକେଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ପରିବେଶ ସୁରକ୍ଷା କାର୍ଯକ୍ରମ” ଅନୁଷ୍ଠିତ ହୋଇଯାଇଛି। ‘ଦୟା ସରାବନି ଯୋଗ ଟ୍ରଷ୍ଟ’ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

ବିଜେପିର ୪୭ତମ ପ୍ରତିଷ୍ଠା ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ନଗର ବିଜେପି ପକ୍ଷରୁ ଭାରତୀୟ ଜନତା ପାର୍ଟିର ୪୭ତମ ସ୍ଥାପନା ଦିବସ ସ୍ଥାନୀୟ ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ନଗର ସଭାପତି କେଦାରନାଥ ମହାରଣାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

ଅବକାରୀ ବିଭାଗ ପକ୍ଷରୁ ହେରୋଇନ୍ ଜବତ ୧ ଗିରଫ

ତାଳଚେର (ଅଜିତ କୁମାର ଭୋଇ): ତାଳଚେର ଅବକାରୀ ବିଭଗ ପକ୍ଷରୁ ବହ୍ଲରଛକ ଠାରେ ଆତର୍କି ଚଢ଼ାଉ କରାଯାଇ ଜଣେ ବ୍ୟବସାୟୀ ଠାରୁ ୬୫ଗ୍ରାମ ହେରୋଇନ୍ ଜବତ କରାଯାଇଥିବା ବେଳେ ଜଣକୁ ଗିରଫକରି କୋର୍ଟ ଚାଲାଣ କରାଯାଇଛି । ଅବକାରୀ ନିରିକ୍ଷକ ଉମାକାନ୍ତ…

ତାଣ୍ଡବ ରଚିଲା କାଳବୈଶାଖୀ, କୁଆପଥର ସହିତ ବର୍ଷା

ଅନୁଗୋଳ (ଅଜିତ କୁମାର ଭୋଇ): ବଅଁରପାଳ ଥାନାବ୍ଲକଆଖପାଖ ଅଞ୍ଚଳରେ କାଳବୈଶାଖୀ ଝଡ ବର୍ଷାକୁଆପଥର ମାଡ଼ଦିନ ତିନିଟା ତିରିଶି ସମୟ ରେ ତୁହାକୁ ତୁହା ବର୍ଷା ସହିତ କୁଆପଥର ମାଡ଼ ଆକାଶରୁ ହଟୁନାହିଁ କଳାହାଣ୍ଡିଆ ମେଘ ବୈଶାଖ ଚାଲିଛି ଝମାଝମ୍ ବର୍ଷା ବର୍ଷାର…

ଯେଉଁ ସ୍କୁଲରୁ ଶିକ୍ଷାଲାଭ କରିଥିଲେ ସେହି ସ୍କୁଲର ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବରେ ମାନ୍ୟବର ମନ୍ତ୍ରୀ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ୦୪ ତାରିଖରେ ସମଗ୍ର ରାଜ୍ୟର ବିଦ୍ୟାଳୟ ଗୁଡିକରେ “ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ” ଅନୁଷ୍ଠିତ ହେଉଅଛି। ଏଥିସହ ଏପ୍ରିଲ ୦୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ…

ଆରମ୍ଭ ହୋଇଯାଇଛି ପ୍ରସିଦ୍ଧ ଦଣ୍ଡଯାତ୍ରା, ଜମୁଛି ମୟୁର ପୁଚ୍ଛ ବେପାର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଚଳିତ ବର୍ଷ ବୁଗୁଡ଼ା ଅଞ୍ଚଳରେ ଦଣ୍ଡଯାତ୍ରା ପର୍ବ ଆରମ୍ଭ ହୋଇଯାଇଛି । ମେରୁ ସଂକ୍ରାନ୍ତି ଯାଏଁ ଚାଲିବାକୁ ଥ‌ିବା ଏହି ଦଣ୍ଡଯାତ୍ରା ପର୍ବ ଯୋଗୁଁ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଏକ ଆଧ୍ୟାତ୍ମିକ…

error: Content is protected !!