ଅନୁଗୁଳ/ବଅଁରପାଳ (ଅଜିତ କୁମାର ଭୋଇ) : ଅନୁଗୋଳ ଜିଲ୍ଲା ବଅଁରପାଳସ୍ଥିତ ପାଞ୍ଚଗଡ଼ ସୋମନାଥ ସିଂହ ଜଗଦ୍ଦେବ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି କଲେଜ ପରିସର। ନାମାଙ୍କନ ପତ୍ର ଯାଞ୍ଚ ପରେ ୧୨ଟି ପ୍ରାର୍ଥିପତ୍ର ଖାରଜ ହୋଇଥିବା…
Tag: Odia ePaper
ଗୁରୁତର ଉଦ୍ଧାର ବାରହା ଚିକିତ୍ସାଧିନ ଅବସ୍ଥାରେ ମୃତ
ଅନୁଗୋଳ (ଅଜିତ କୁମାର ଭୋଇ) : ଅନୁଗୋଳ ଜିଲ୍ଲା ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ଖାଲଗାଁ ଗ୍ରାମରେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବା ଏକ ବାରହାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ବାରହାଟି ଗୁରୁତର ଅବସ୍ଥାରେ ଥିବା ଖବର ପାଇବା ପରେ ବନ୍ତଳା…
ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଜଙ୍ଗଲ ସ୍ୱଚ୍ଛତା ଓ ବୃକ୍ଷ ରୋପଣ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ଜଙ୍ଗଲ ସ୍ୱଚ୍ଛତା, ଚାରଣଭୂମିର ସୁରକ୍ଷା, ବନ୍ୟପ୍ରାଣୀ ସଂରକ୍ଷଣ ଓ ଜୈବବିବିଧତାର ରକ୍ଷା ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ନାକଡେଇଁ ଜଙ୍ଗଲରେ ଦୟା ସରାବନି ଯୋଗ ଟ୍ରଷ୍ଟ ପକ୍ଷରୁ ଏକ ପ୍ରକୃତି ସୁରକ୍ଷା ଅଭିଯାନ ଆୟୋଜନ…
ପୋଲିସ ଡ୍ୟୁଟି ମିଟ୍ରେ ବୁଗୁଡ଼ା ପୋଲିସ ଏସ୍ଆଇ କେ. ନୀଳାଦ୍ରି ରେଡ୍ଡୀଙ୍କୁ ଦ୍ୱିତୀୟ ପୁରସ୍କାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଥାନା ଅନ୍ତର୍ଗତ ବାଲିପଦର ଫାଣ୍ଡିରେ କାର୍ଯ୍ୟରତ ଏସ୍ଆଇ କେ. ନୀଳାଦ୍ରି ରେଡ୍ଡୀ ୭୧ତମ ରାଜ୍ୟ ପୋଲିସ ଡ୍ୟୁଟି ମିଟ୍-୨୦୨୬ରେ ଦ୍ୱିତୀୟ ପୁରସ୍କାର ହାସଲ କରିଛନ୍ତି। ବୈଜ୍ଞାନିକ ପଦ୍ଧତିରେ ତଦନ୍ତ କ୍ଷେତ୍ରରେ ଫଟୋଗ୍ରାଫି ବିଭାଗରେ ସେ ଏହି…
ଯୁବତୀ ଚାଲାଣ ମାମଲାରେ ୪ ଗିରଫ,ମଧ୍ୟପ୍ରଦେଶରୁ ୨ ଓ ଅନୁଗୋଳରୁ ୨ ଗିରଫ
ଅନୁଗୋଳ (ଅଜିତ କୁମାର ଭୋଇ) :ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅପହରଣ କରି ମଧ୍ୟପ୍ରଦେଶ ନେଇଯିବା ଅଭିଯୋଗରେ ଅନୁଗୋଳ ପୁଲିସ ୩ ଦିନ ମଧ୍ୟରେ ତାଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ୪ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨…
ଅନୁଗୋଳରେ ଦୁର୍ଗା ପୂଜା ଓ ଲକ୍ଷ୍ମୀ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ।
ଅନୁଗୋଳ(ଅଜିତ କୁମାର ଭୋଇ) : ଅନୁଗୋଳ ସହରରେ ଦୁର୍ଗାପୂଜା ଓ ଲକ୍ଷ୍ମୀ ପୂଜା ଉତ୍ସବକୁ ବ୍ୟବସ୍ଥିତ ଓ ଶାନ୍ତି ଶୃଙ୍ଖଳା ସହ ପାଳନ କରିବା ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…
ବୁଗୁଡ଼ା ଏନ୍ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ:କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ…
ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ମୁଷ୍ଟିଯୁଦ୍ଧ ପ୍ରତିଯୋଗିତାରେ ସୁବର୍ଣ୍ଣପୁର ମାଟି ଝିଅଙ୍କ ସଫଳତା
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସାନକିରାସିରା ଗ୍ରାମର ଆଦିବାସୀ ଝିଅ ଝରଣା ନାଏକ…
ଥର୍ମାଲ ଡ଼ିଏଭି ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ଅନୁଗୁଳ (ଶ୍ରୀକ୍ଷେତ୍ର ନ୍ୟୁଜ଼ ବ୍ୟୁରୋ): ତାଳଚେର ଥର୍ମାଲ ଡ଼ିଏଭି ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ବିନୋଦିନି ଦାଶ ଦୀପ ପ୍ରଜ୍ଵଳନ ପୂର୍ବକ ଗାନ୍ଧୀ ଓ ଶାସ୍ତ୍ରୀଙ୍କର ଫଟୋ ଚିତ୍ରରେ…
ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦରସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାକୁ ଏବିଓ…
