ଦେବୋତ୍ତର ବିଭାଗ ଓ ମା ସୁରେଶ୍ଵରୀ ଯଜ୍ଞ କମିଟି ପକ୍ଷରୁ ବାଡି ଖେଳ ପ୍ରତିଯୋଗିତା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ମା ସୁରେଶ୍ଵରୀଙ୍କ ନବ ଦିନାତ୍ମକ ସପ୍ତସତୀ ଚଣ୍ଡୀ ଯଜ୍ଞ ମହୋତ୍ସବ ଆନୁକୁଲ୍ୟ ରେ ମା ସୁରେଶ୍ଵରୀ ଙ୍କ ଯଜ୍ଞ ପୀଠ ପରିସରରେ ରାଜ୍ୟ ସ୍ତରୀୟ ପାରମ୍ପରିକ ଲୋକ ବାଦ୍ୟ ଗଣ୍ଡା ବଜା ପ୍ରତିଯୋଗିତା ଓ ଜିଲ୍ଲା…

ବନ ସୁରକ୍ଷା ସମିତି (ଭିଏସଏସ) ପଞ୍ଜିକରଣ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ): ଅନୁଗୁଳ ବନ ବିଭାଗର ଛେଣ୍ଡିପଦା ରେଞ୍ଜର କୋଶଳା ସେକ୍ସନ ଅଧୀନରେ ବ୍ରହ୍ମଣୀବିଲ ଭିଏସଏସରେ ଏକ ନୂତନ ବନ ସୁରକ୍ଷା ସମିତି (ଭିଏସଏସ) ପଞ୍ଜିକରଣ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରେଞ୍ଜ ଅଧିକାରୀ…

ଜୁଆ ଆଡ୍ଡାରେ ଚଢ଼ଉ, ୬ ଗିରଫ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବାଲିପଦର ଗ୍ରାମର ପଣ୍ଡା ସାହି କୋଠଘର ସମ୍ମୁଖରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ସନ୍ଧ୍ୟାରେ ପୁଲିସ ଅଚାନକ ଚଢ଼ଉ କରି ୬ ଜଣ ଜୁଆଡ଼ିଙ୍କୁ ଗିରଫ…

ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ମାଁ ଦୁର୍ଗା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଧରାପୃଷ୍ଠରେ ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଅବତରଣ କରିଥିବା ଜଗତଜନନୀ ମାଁ ଦୂର୍ଗାଙ୍କ ନବରାତ୍ର ପୂଜା ଅବସରରେ ଆଜି ମାଁ ଦେବୀ ଦୁର୍ଗା ଅଷ୍ଟମୀ ତିଥିରେ ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା…

ବୁଗୁଡା-ବେତାରସିଂ ରାସ୍ତା ମରଣଯନ୍ତା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକର ବିଭିନ୍ନ ଗ୍ରାମକୁ ଯାତାୟାତ ନିମନ୍ତେ ଉଦ୍ଦିଷ୍ଟ ବୁଗୁଡା-ବେତାରସିଂ ରାସ୍ତା ଏବେ ଲୋକଙ୍କ ପାଇଁ ମରଣଯନ୍ତା ପାଲଲଟିଛି। ସେହି ରାସ୍ତା ଅନେକ ଛୋଟ ବଡ ଖାଲଖମାରେ ପରିପୂର୍ଣ୍ଣ ଯୋଗୁଁ ଲୋକଙ୍କ ଯାତାୟାତରେ ନାହିଁ ନଥିବା ଅସୁବିଧା…

ଦେଢ ଲକ୍ଷ ଟଙ୍କାର ବାଣ ଜବତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସି ଅନ୍ତର୍ଗତ ଅରବିନ୍ଦ ନଗର-୪ର୍ଥ ଲାଇନର ଏକ ଘରେ ଗତ ଗୁରୁବାର ରାତିରେ ପୁଲିସ ଅଚାନକ ଚଢାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ବିପୁଳ ପରିମାଣର ବାଣ ଜବତ କରିଛି। ଏହି ସବୁ…

କୁଲାଡ ଗ୍ରାମର ସୋମିତ କୁମାର ସେଠ ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ହାସଲ କରିଛନ୍ତି

ଅନୁଗୁଳ/ବଅଁରପାଳ (ଅଜିତ୍ କୁମାର ଭୋଇ) : ଶୁକ୍ରବାର ଦିନ ପ୍ରକାଶ ପାଇଥିବା ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ବଅଁରପାଳ ବ୍ଲକ କୁଡାଲଡ ଗ୍ରାମ ତଥା ନାଲକୋ ବିଦ୍ୟୁତ୍ ମଜୁଦୁରୁ ସଂଘର ସାଧାରଣ ସମ୍ପାଦକଙ୍କ ସୁଜିତ କୁମାର ସେଠ…

ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାଯ୍ୟ ହେଲେ ସୁବର୍ଣ୍ଣପୁର ର ଦିବ୍ୟାଙ୍ଗ ଝିଅ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଗ୍ରାମର ଦିବ୍ୟାଙ୍ଗ ଝିଅ ସ୍ମୃତି ଶିଖା ଭୋଇ ଓଡିଶା ପ୍ରଶାସନିକ ସେବା (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୩୩୫ ନମ୍ବର ରେଙ୍କ୍ ରଖି ସମଗ୍ର ଜିଲ୍ଲା ପାଇଁ…

OAS ପରୀକ୍ଷାରେ ସଫଳତା ପାଇଲେ କଣିହାଁ ଅଞ୍ଚଳର ଝିଅ ସୁଦିପ୍ତା ନାଏକ୍

ଅନୁଗୁଳ (ଅଜିତ କୁମାର ଭୋଇ): ଓ.ଏ.ଏସ ପରୀକ୍ଷା ରେ ସଫଳତା ପାଇଲେ ଅନୁଗୋଳ ଜିଲ୍ଲା କଣିହାଁ ଅଞ୍ଚଳ ର ଝିଅ ସୁଦିପ୍ତା ନାଏକ୍ । ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ଗଦାଶିଳା ଗ୍ରାମର ସୁଦିପ୍ତା ନାଏକ ୨୦୨୩ ଓଏଏସ ପରୀକ୍ଷାରେ ପାଇଲେ…

ବିନିକା ସିଦ୍ଧାର୍ଥ କଲେଜ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ହାତରେ ପ୍ଲା କାର୍ଡ,ବେନର ଧରି ଏକ ବିରାଟ ଶୋଭଯାତ୍ରାରେ ସହର ପରିକ୍ରମା କରି ସଡ଼କ ସୁରକ୍ଷା ଉପରେ ଲୋକଙ୍କୁ ସଚେତନ କରିଥିଲେ ।…

error: Content is protected !!