କେନ୍ଦ୍ରାପଡ଼ା ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

କେନ୍ଦ୍ରାପଡା(ଅଲେଖ ନାୟକ): କେନ୍ଦ୍ରାପଡାରେ ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ସମିଳନୀକକ୍ଷରେ ସଡ଼କ ସୁରକ୍ଷା ଉପଲକ୍ଷେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ନିଲୁ ମହାପାତ୍ର ଅଧ୍ୟକ୍ଷତା କରିଥିଲେ ।ସ୍କୁଲ ଓ କଲେଜ…

error: Content is protected !!