ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ସହରର ବଡ଼ବଜାର ତେନ୍ତୁଳିଘାଟ ଠାରେ ଭଗବତୀ ପାଠାଗାର ପକ୍ଷରୁ ୬୨ ତମ ବାଳକ ଭୋଜନ ସମାରୋହ ଓ ରାଜ୍ୟ ସ୍ତରୀୟ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର…
Tag: Newspaper
ସପ୍ତଶକ୍ତି ସଙ୍ଗମ ଆୟୋଜନ
କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ): ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲବଡବିଲ, ତାରିଖ ୮ ନଭେମ୍ବର ୨୦୨୫ : ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲରେ “ସପ୍ତଶକ୍ତି ସଙ୍ଗମ” ନାମକ ଅର୍ଥପୂର୍ଣ୍ଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଦିବା ୨ଘଣ୍ଟାରୁ ୫ଘଣ୍ଟା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମରେ…
ସୋନପୁରର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳଙ୍କ ୧୮ତମ ଶ୍ରାଦ୍ଧବାର୍ଷିକୀ ପାଳନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୋନପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ସୋନପୁର ର ବାଇମୁଣ୍ଡି କୁହା ଯାଉଥିବା ସ୍ୱର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ସ୍ଥାନୀୟ କୁଞ୍ଜ ଛକ ଠାରେ ପାଳିତ ହୋଇ ଯାଇଛି…
କାର୍ତ୍ତିକ ପୂର୍ଣ୍ଣିମାରେ ପାତାଳୀ ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ରାଜରାଜେଶ୍ୱର ବେଶ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପୀଠ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଦ୍ୟ ଲୀଳାକ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର କୋଟସମଲାଇ ଠାରେ ପବିତ୍ର କାର୍ତ୍ତିକ ପଞ୍ଚୁକ ଉତ୍ସବର ରାସ ପୂର୍ଣ୍ଣମୀ ପର୍ବ ପାଳନ ହୋଇଯାଇଛି । ଆଜି ଏହି ଅବସରରେ ଭୋର୍…
ପବିତ୍ର କାର୍ତିକ ପୂର୍ଣ୍ଣିମା ରେ ଦୀପ ଜାଳି ଡ଼ଙ୍ଗା ଭସେଇଲେ ହଜାର ହଜାର ଶ୍ରଦ୍ଧାଳୁ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ପୁଣ୍ୟପୀଠ ପାପକ୍ଷୟ ଘାଟରେ ଶତାଧିକ ମହିଳା ଓ ପୁରୁଷ ଲୋକ ଡଙ୍ଗା ଭସାଇଛନ୍ତି ।ବୁଡ଼ ପକାଇବା ପରେ ଲୋକେ ନିକଟସ୍ଥ ବଟବୃକ୍ଷ ଅର୍ଗଲିରେ ଗଲି…
ୟୁଏଏସକୁ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବିରୋଧ
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ପ୍ରଚଳିତ ୟୁଏଏସକୁ ବିରୋଧ କରି ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏକ ଦାବିପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଜରିଆରେ ପ୍ରଦାନ କରାଯାଇଥିବା…
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ) ସୁବର୍ଣ୍ଣପୁର ଜିଲ୍ଲା ବିନିକା କଂସାରୀପଡା ଠାରେ ବ୍ରଜ ବିହାରୀ ନୃତ୍ୟ କଳା ପରିଷଦ ତରଫରୁ ଗୋକୁଲାଷ୍ଟମୀ ମହୋତ୍ସବ ଆୟୋଜନ ନେଇ ଆଜି ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି l ଏହା ଚଳିତ ମାର୍ଗଶିର ମାସ ୯ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ…
ସୋନପୁର କଲେଜରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମଜୟନ୍ତୀ ଅବସରରେ ୧୧ ଓଡ଼ିଶା ବାଟାଲିଅନ ଏନସିସି ବଲାଙ୍ଗିର ଅଧୀନସ୍ଥ ସୋନପୁର କଲେଜ, ସୋନପୁରର ଏନସିସି କ୍ୟାଡେଟମାନଙ୍କ ଏବଂ ସୋନପୁର କଲେଜ ଆଲୁମିନୀ ସଂଘ ପକ୍ଷରୁ ଏକ ସ୍ୱଚ୍ଛତା…
ବୁଗୁଡ଼ାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିର ଅବସରରେ ମାତ୍ର ବ୍ଯକ୍ତିଗତ ୭ ଗୋଟି ଅଭିଯୋଗ ଦାଖଲ ହୋଇଥିବା…
ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଟେଷ୍ଟପେପର ବଣ୍ଚନ
ଯୋଡ଼ା/କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ କାଶିଆ ମାଇନ୍ସର ପାରିପାର୍ଶ୍ୱିକ ଅଞ୍ଚଳରେ ଅବସ୍ଥିତ ବିଭିନ୍ନ ସ୍କୁଲର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଟେଷ୍ଟପେପର ବଣ୍ଟନ କରାଯାଇଛି। ସେରେଣ୍ଡା ଓ ଭଦ୍ରାସାହି ପଞ୍ଚାୟତର କେବି ହାଇସ୍କୁଲ,…
