ଶିମିଳିପାଳରୁ ଦୁଇ ବାରହା ଶିକାରୀ ଗିରଫ,ମାଂସ ସହିତ ଶିକାରରେ ବ୍ୟବହୃତ ମାରଣାସ୍ତ୍ର ଜବତ |

ମୟୁରଭଞ୍ଜ/କରଞ୍ଜିଆ (ଜିତେନ୍ଦ୍ର ରାଜ): ଗତକାଲି ସନ୍ଧ୍ୟା ସମୟରେ ଶିମିଳିପାଳ ଜଙ୍ଗଲ ରୁ ଦୁଇ ଜଣ ବାରହା ଶିକାରୀ ଙ୍କୁ ବନ ବିଭାଗ ର ଟିମ ଗିରଫ କରିଥିବା ସୂଚନା ମିଳିଛି | ପ୍ରାପ୍ତ ସୂଚନା ଅନୁଯାୟୀ ଶିମିଳିପାଳ ଜଙ୍ଗଲ ଭିତରେ ବନ୍ୟ…

କାଶିଆ ମାଇନ୍ସ ପକ୍ଷରୁ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ ସପ୍ତାହ ପାଳିତ

କେନ୍ଦୁଝର/ବଡ଼ବିଲ (ସୀତାରାମ ଦୀକ୍ଷିତ): ଇଣ୍ଡିଆନ ବ୍ୟୁରୋ ଅଫ୍ ମାଇନ୍ସ ନେତୃତ୍ୱରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାରର କାଶିଆ ଆଇରନ ଓ ଡୋଲାମାଇଟ୍ ମାଇନ୍ସ ପକ୍ଷରୁ ୨୬ତମ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ (ଏମଇଏମଏସ) ସପ୍ତାହ-୨୦୨୪-୨୦୨୫ ପାଳିତ ହୋଇଯାଇଛି । ଏହି…

ଗୋଲିଆରେ ମଣ୍ଡି ସମ୍ପର୍କିତ ଚାଷୀ ସଚେତନତା ଶିବିର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଗୋଲିଆ ସେବା ସମବାୟ ସମିତି ପକ୍ଷରୁ ଗୋଲିଆ ଗ୍ରାମସ୍ଥ ଲଙ୍ଗଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଧାନ ମଣ୍ଡି ସମ୍ପର୍କିତ ଚାଷୀ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସେବା ସମବାୟ ସମିତି ସଭାପତି ବସନ୍ତ କୁମାର ସାହୁଙ୍କ ପୌରହିତ୍ୟରେ…

ଶିକ୍ଷକ ସଂଘ ପକ୍ଷରୁ ବିଇଓଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆରଏସିପିର ୨୦ ବର୍ଷିୟା ପ୍ରାପ୍ଯର ପୁନଃ ନିର୍ଦ୍ଧାରଣ ସକାଶେ ଏକ ଦାବିପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଇଓଙ୍କ ଉଦ୍ଦେଶ୍ଯରେ ଏହି ଦାବିପତ୍ର ଏବିଇଓ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ। ବର୍ତ୍ତମାନ ତାଙ୍କୁ ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିଦ୍ଦତ ବର୍ଡର ପୁଲିସ ବା ଆଇଟିବିପିରେ ଆଇଜି ଭାବରେ ନିଯୁକ୍ତି ଦିଆଯାଇଛି।୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦେଶ ଯାଏଁ ସେ…

ପୋଲାଭରମ ପ୍ରସଙ୍ଗରେ ନବୀନଙ୍କୁ କଡ଼ା କାଉଣ୍ଟର କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର (ସମୀର ରଞ୍ଜନ ନାୟକ ): ପୋଲାଭରମ୍ ପ୍ରସଙ୍ଗ ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ପ୍ରଶ୍ନ କରାଯାଇଛି। ବିଧାନସଭାରେ ମୁଲତବୀ ପ୍ରସ୍ତାବ ଅଗ୍ରାହ୍ୟ ହେବାରୁ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ପୋଲାଭରମ୍‌ ପ୍ରସଙ୍ଗରେ ଓଡ଼ିଶା ବୁଡୁଥିବାବେଳେ, ଆନ୍ଧ୍ରପ୍ରଦେଶ ହସୁଛି ।…

ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା

ବରଗଡ (ମୁକୁନ୍ଦ ଦାସ): ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ ଏବଂ ଶ୍ରୀରାଧା ଭୂମିକାରେ ଅଭିନୟ କରୁଥିବା ଶିଶୁ କଳାକାର ମଧ୍ୟ ବଦଳିଛନ୍ତି। ଗୁରୁବାର ଗୋପପୁର…

ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ବରଗଡ (ମୁକୁନ୍ଦ ଦାଶ):ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କଠାରେ ପ୍ରସ୍ତାବ ଉଠାଇଛନ୍ତି । ଏକ ପ୍ରେସ ବିବୃତ୍ତିରେ ଏମ୍‌ପି…

ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

ବରଗଡ(ମୁକୁନ୍ଦ ଦାସ): ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ସଂକଳ୍ପ “ଉଦଯାପିତ ହୋଇଯାଇଛି।ଉଦଯାପନୀ ଉତ୍ସବରେ…

ବାଲିପଦର ଡିଗ୍ରୀ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଙ୍କୁ ସ୍ଵାଗତ ସମ୍ୱର୍ଦ୍ଧନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଲିପଦର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ର ପୂର୍ବତନ ପ୍ରିନ୍ସପାଲ ଡାକ୍ତର ବିବେକାନନ୍ଦ ପଟ୍ଟନାୟକ ନଭେମ୍ବର ୩୦ ତାରିଖ ଦିନ ଅବସର ଗ୍ରହଣ ପରେ ନୂତନ ଅଧ୍ୟକ୍ଷ ଭାବରେ ରାଜନୀତି ବିଜ୍ଞାନ ବିଭାଗ…

error: Content is protected !!