ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ପଦଯାତ୍ରା ଓ ସଚେତନତା ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୁବର୍ଣ୍ଣପୁର ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ସଚେତନତା ସଭା ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏହି ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା ଜିଲ୍ଲା ପରିଷଦ…

“ପଏଁରୀ ତିହାର-୨୦୨୬” ପାଈଁ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ଆନୁକୁଲ୍ୟରେ ଓଡିଶା ସରକାରଙ୍କ ଓ ଜିଲ୍ଲା ସଂସ୍କୃତି ପରିଷଦ ସୁବର୍ଣ୍ଣପୁର ସହଯୋଗ ରେ ଆସନ୍ତା ଜାନୁୟାରୀ ୧ରେ ହେବାକୁ ଥିବା ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ…

ଦୁର୍ନୀତି ନିବାରଣ ସଚେତନତା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ବାରା ରାଲି ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ): ଅକ୍ଟୋବର ୨୭ ତାରିଖରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି । ଏହି ଉପଲକ୍ଷେ ଆଜି ପୂର୍ବାହ୍ନରେ ମିଶନ ଶକ୍ତି, ଅନୁଗୋଳ ଦ୍ବାରା ଦୁର୍ନୀତି ନିବାରଣ ସଚେତନତା ଏକ ରାଲି ଆୟୋଜନ…

ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ସ୍ଥାନୀୟ ରାମଲା ଆଶ୍ରମ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକର ୧୩ଗୋଟି କ୍ଲଷ୍ଟରର ୨୫୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ସୁରଭି କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବର ମୁଖ୍ୟଅତିଥି ଭାବେ…

ସୁବର୍ଣ୍ଣପୁରରୁ ବାହାରିଲା କାଳିଆ ତୁଳସୀ ଯାତ୍ରା ରଥ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପାତାଳୀ କ୍ଷେତ୍ର କୋଟସମଲାଇ ଠାରୁ ଶ୍ରୀକ୍ଷେତ୍ର ପୁରୀ କୁ ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ନିମନ୍ତେ ପଦ୍ମ ଓ ଗେଣ୍ଡୁଫୁଲ ସହିତ ତୁଳସୀ ଲାଗି ହେବାପାଇଁ ଲୋକ ମାନଙ୍କ ଦ୍ବାରା ପ୍ରଦତ୍ତ…

ବୁଗୁଡ଼ାରେ ଅଁଳା ନବମୀ ଉତ୍ସବ ପାଳିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ ମନ୍ଦିରରେ ଅଁଳା ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିରଞ୍ଚି ନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ମମନ୍ଦିରରେ ଉଚ୍ଚ ଉତ୍ସବ ପାଳନ ଅବସରରେ ଦେବାଦେବୀଙ୍କ ପହଡ ଅବକାଶ, ମଙ୍ଗଳ…

ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୨ ଅନ୍ତର୍ଗତ ଅରବିନ୍ଦ ନଗର-୩ରୁ କେନାଲ ସାହିକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବହୁ ବର୍ଷ ତଳେ ତିଆରି ହୋଇଥିବା କଂକ୍ରିଟ ରାସ୍ତାଟି ଭାଙ୍ଗିଯାଇ ତାହା ଉପରେ ମାଟି…

ପୋଲିସ ପ୍ରଶାସନ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଅଭିଯାନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସମ୍ପ୍ରତି ସମାଜରେ ବଢିଚାଲିଥିବା ସାଇବର କ୍ରାଇମକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲ୍ଲା ପୋଲିସର ସାଇବର ସେଲ ପକ୍ଷରୁ ସ୍ଥାନୀୟ ପିପୁଲ୍ସ କଲେଜରେ ଏକ ସାଇବର ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

ଉତ୍କଳ ଆଲୁମିନା ପକ୍ଷରୁ କିଶୋରୀମାନଙ୍କ ପାଇଁ ୯୦ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ

ରାୟଗଡା (ଗୋପୀନାଥ ଗୌଡ଼) : ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ସହଯୋଗୀ କମ୍ପାନୀ ପକ୍ଷରୁ ସରକାରୀ ବିଦ୍ୟାଳୟର କିଶୋରୀମାନଙ୍କ ପାଇଁ ୯୦ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ…

ସରକାରୀ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସଚେତନତା ଓ ସମ୍ପର୍କ ବୈଠକ

ଅନୁଗୋଳ(ଅଜିତ କୁମାର ଭୋଇ) : ପଞ୍ଚାୟତ କାର୍ଯ୍ୟାଳୟ, ଗଡସନ୍ତ୍ରି ଠାରେ ବିଶ୍ଵ ଯୁବ କେନ୍ଦ୍ର,ବଣିନାଳି ଦ୍ୱାରା ପରିଚାଳିତ ଆକ୍ସେସ ଟୁ ଜଷ୍ଟିସ ପ୍ରକଳ୍ପ ତରଫରୁ ସରକାରୀ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସଚେତନତା ଓ ସମ୍ପର୍କ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯକ୍ରମରେ ଅତିଥି…

error: Content is protected !!