୪ ତାରିଖରେ ଲଣ୍ଡା ହେବେ ସୋମନାଥ ଭାରତୀ

ଆମ୍ ଆଦମୀ ପାର୍ଟି (ଆପ୍) ନେତା ସୋମନାଥ ଭାରତୀ ଶନିବାର ଦିନ ଲୋକସଭା ନିର୍ବାଚନ 2024 ର ଏକ୍ଜିଟ୍ ପୋଲ୍ ଫଳାଫଳକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ ଯଦି ନରେନ୍ଦ୍ର ମୋଦୀ ପୁଣି ଥରେ ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ସେ ଲଣ୍ଡା…

ଅରୁଣାଚଳରେ ପୁଣି ଫୁଟିଲା ପଦ୍ମ,ତୃତୀୟ ଥର ପେମା ଖାଣ୍ଡୁ ହେବେ ମୁଖ୍ୟମନ୍ତ୍ରୀ

ଇଟାନଗର : ଅରୁଣାଚଳରେ ପୁଣି ଫୁଟିଲା ପଦ୍ମ, ମୋଟ ୬୦ ଆସନରୁ ୪୫ଟି ଆସନରେ ବିଜେପି ଜିତିଥିବା ସୂଚନା ମିଳିଛି। ସେହିପରି ୧ଟି ଆସନରେ ଦଳ ଏବେବି ଆଗୁଆ ରହିଛି। ତେବେ ଏହି ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ବିଜେପି…

ପାକିସ୍ତାନର ଅତିରିକ୍ତ ଆଟର୍ନି ଜେନେରାଲଙ୍କ ସ୍ବୀକାରୋକ୍ତି ପିଓକେ ବିଦେଶୀ ଅଞ୍ଚଳ

ପାକିସ୍ତାନର ଅତିରିକ୍ତ ଆଟର୍ନି ଜେନେରାଲ ଇସ୍‌ଲାମାବାଦ ହାଇକୋର୍ଟରେ ସ୍ବୀକାର କରିଛନ୍ତି ଯେ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ବିଦେଶୀ ଅଞ୍ଚଳ। ଶୁକ୍ରବାର ଇସ୍‌ଲାମାବାଦ ଉଚ୍ଚ ନ୍ୟାୟାଳୟରେ କଶ୍ମୀରୀ କବି ତଥା ସାମ୍ବାଦିକ ଅହମଦ ଫାର୍‌ହାଦ ଶାହଙ୍କୁ ଅପହରଣ ମାମଲାର ଶୁଣାଣି ବେଳେ…

ରାଜଧାନୀରେ ସିରିଜ୍ ସଡ଼କ ଦୁର୍ଘଟଣା

ରାଜଧାନୀରେ ସିରିଜ ସଡ଼କ ଦୁର୍ଘଟଣା ହୋଇଥିବା ଖବର ଆମ ହସ୍ତଗତ ହୋଇଛି। ମିଳିଥିବା ଖବର ଅନୁଯାଇ ରାଜଧାନୀରେ ଆଜି ସକାଳେ ସିରିଜ୍ ଦୁର୍ଘଟଣା ଘଟିଛି। ସତସଙ୍ଗ ବିହାର ନିକଟରେ ସିରିଜ ଦୁର୍ଘଟଣା ଘଟିଛି। ଫଳରେ ୩ଟି କାର୍ ଭାଙ୍ଗି ଚୁରମାର ହୋଇଯାଇଛି। ପ୍ରଥମେ…

ଶ୍ରଦ୍ଧାଞ୍ଜଳି ସହିତ ଆଶୁ ଆରୋଗ୍ୟ କାମନା ର ଏକ ସମୂହ ଦୀପଦାନ କାର୍ଯକ୍ରମ

odia news portal

ସ୍ବାମୀଙ୍କ ଶ୍ରାଦ୍ଧବାର୍ଷିକୀରେ ମେଧାବୀ ଛାତ୍ରଙ୍କୁ ସହାୟତା ରାଶି ପ୍ରଦାନ।

odia news paper

ଏକଜିଟ ପୋଲ ରେଜଲ୍ଟରେ ପୁଣିଥରେ ମୋଦୀ ସରକାରର ପୂର୍ବାନୁମାନ

ଦେଶରେ ୫୪୩ ଲୋକସଭା ଆସନ ଓ କିଛି ରାଜ୍ୟର ବିଧାନସଭା ଆସନ ପାଇଁ ଲୋକମାନେ ଦେଇଛନ୍ତି ଭୋଟ। ମୋଟ ୭ଟି ପର୍ଯ୍ୟାୟରେ ଭୋଟିଂ କରିଛି ଦେଶ। ଜନତା ଆସନ୍ତା ୫ ବର୍ଷ ପାଇଁ ନିଜର ସରକାର ବାଛି ସାରିଛନ୍ତି। loksabha election…

ରାୟଗଡାରେ ଜଳିଗଲା ୪ଟି ବସ୍

ରାୟଗଡା:୪ଟି ବସ୍ ନିଆଁ ଲାଗିଥିବା ଖବର ଆମ ହସ୍ତଗତ ହୋଇଛି।ମିଳିଥିବା ଘଟଣାଟି ଘଟିଛି ରାୟଗଡା ଜିଲ୍ଲା ବିଷମକଟକ ସଦର ଥାନା ଅନ୍ତର୍ଗତ ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ । ଆଜି ଅପରାହ୍‌ଣରେ ଚାରୋଟି ଘରୋଇ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଛି। ସୂଚନା ପାଇ…

ଲୋକସଭା ନିର୍ବାଚନ ପଳାଫଳ ପୂର୍ବରୁ ରନ୍ଧନ ଗ୍ୟାସ ମୂଲ୍ୟ ହ୍ରାସ

ନୂଆଦିଲ୍ଲୀ:2024 ଲୋକସଭା ନିର୍ବାଚନର ଫଳାଫଳ ପୂର୍ବରୁ ତୈଳ ବିତରଣ କମ୍ପାନୀ (ଓ.ଏମ୍.ସି.) ଗୁଡ଼ିକ 19 କିଲୋଗ୍ରାମ କିମ୍ବା ବ୍ୟବସାୟିକ ଏଲ.ପି.ଜି ସିଲିଣ୍ଡର୍ (ରନ୍ଧନ ଗ୍ୟାସ ) ମୂଲ୍ଯରେ ବ୍ୟାପକ ହ୍ରାସ ଘୋଷଣା କରିଛନ୍ତି। ଇଣ୍ଡିଆନ ଅଏଲର ୱେବସାଇଟ ଅନୁସାରେ, 19 କିଲୋଗ୍ରାମର…

ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଘଟଣ

ପୁରୀ :ଚନ୍ଦନଯାତ୍ରାରେ ଆତସବାଜି ବିସ୍ଫୋରଣର କିଛିଦିନ ମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଘଟଣ । ଗୁଣ୍ଡିଚା ମନ୍ଦିରରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ମନ୍ଦିରର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପାର୍ଶ୍ଵରେ ରଖାଯାଇଥିବା ଫାଇବର ବ୍ୟାରିକେଡ଼ରେ ନିଆଁ…

error: Content is protected !!