ଟ୍ରକ ଚାପାରେ ନାବାଳକ ମୃତ, ୫ ଘଣ୍ଟା ରାସ୍ତା ଅବରୋଧ,ମନ୍ତ୍ରୀ ଗଣେଶରାମଙ୍କ ୧ଲକ୍ଷ ସହାୟତା

ମୟୁରଭଞ୍ଜ/କରଞ୍ଜିଆ(ଜିତେନ୍ଦ୍ର ରାଜ):ଆଜି ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ ଘଟିକା ସମୟରେ ୪୯ ନଂ ଜାତୀୟ ରାଜପଥର ଯଶିପୁର ବ୍ୟାଙ୍କ ଅଫ ଇଣ୍ଡିଆ ସମ୍ମୁଖରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଟ୍ରକ ଚାପାରେ ଜଣେ ୭ ବର୍ଷ ବୟସର ନାବାଳକଙ୍କ…

ପଏଁରୀ ତିହାର ରୌପ୍ୟ ଜୟନ୍ତୀ ଉତ୍ସବ ଉଦଘାଟିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ପଏଁରୀ’ ରୌପ୍ୟ ଜୟନ୍ତୀ ମହାସମାରୋହ ପଏଁରୀ ତିହାର ଉଦଘାଟିତ ହୋଇଛି l ଚଳିତ ବର୍ଷ ପଏଁରୀ ତିହାର ର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠାନ ତାର…

ନୂଆଁ ବର୍ଷରେ ବୁଦ୍ଧଖୋଲରେ ପର୍ଯ୍ୟଟକଙ୍କ ଭିଡ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଇଂରାଜୀ ନବ ବର୍ଷର ଆଦ୍ୟ ଦିବସରେ ଏଠାକାର ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା । ବୁଦ୍ଧଖୋଲର ପଞ୍ଚଶମ୍ଭୁପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ବେଳେ ପାଦଦେଶସ୍ଥ ଶିବପାର୍ବତୀଙ୍କ ମୂର୍ତ୍ତି ନିକଟରେ…

ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଲେ ସଂଜୀବ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : କେନ୍ଦୁଝର ମାଟିର ପୁଅ ତଥା ସଫଳତାପୂର୍ବକ କେନ୍ଦୁଝର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦୀର୍ଘ ବର୍ଷ ଦାୟିତ୍ୱ ସମ୍ପନ୍ନ କରିଥିବା ସଂଜୀବ କୁମାର ବାରିକ ଓଡ଼ିଶା ସୂଚନା ସେବା କ୍ୟାଡରରେ ଯୁଗ୍ମ ନିର୍ଦ୍ଦେଶକ…

ତେନ୍ତୁଳିମହଦାରେ ବକୁଳ ଅମାବାସ୍ୟା ଉଦଯାପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିମହଦା ଗ୍ରାମରେ ବକୁଳ ଅମାବାସ୍ୟା ବା ବଉଳ ଯାତ୍ରା ଉଦଯାପିତ ହୋଇଯାଇଛି। ଏହି ଅବସରରେ ସୋମବାର ସକାଳୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଅଷ୍ଟ…

ବରିଷ୍ଠ ସାମ୍ବାଦିକ ଅଭୟ ବାବୁଙ୍କ ପତ୍ନୀ ବିୟୋଗ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବରିଷ୍ଠ ସାମ୍ବାଦିକ ଅଭୟ ପ୍ରସାଦ ପାଣିଗ୍ରାହୀଙ୍କ ଧର୍ମପତ୍ନୀ ଭାଗ୍ୟଲତା ପାଣିଗ୍ରାହୀ(୬୨)ଙ୍କ ଦେହାନ୍ତରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଡିସେମ୍ବର ୩୦ ତାରିଖ ସକାଳେ ସେ ହୃଦଘାତର ଶିକାର ହୋଇଥିଲେ।ତାଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁର ମେଡ଼ିକାଲକୁ ନିଆଯାଇଥିଲା।ସେଠାରେ ଚିକିତ୍ସାଧୀନ…

ମାନସୀ ରେସିଡେନ୍ସିଆଲ ସ୍କୁଲର ବାର୍ଷିକ ଉତ୍ସବ ପାଳିତ

କେନ୍ଦୁଝର (ସୀତାରାମ ଦୀକ୍ଷିତ) :କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟସ୍ଥ ଗୁମୁରା ମାନସୀ ରେସିଡେନ୍ସିଆଲ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରେସିଡେନ୍ସିଆଲ ସ୍କୁଲର ଚେୟାରମ୍ୟାନ ଶ୍ରୀଯୁକ୍ତ ରବିନାରାୟଣ ମହାନ୍ତ ମହୋଦୟ…

ବାଘଛାଲ ଜବତ, ଦୁଇ ଗିରଫ

କେନ୍ଦୁଝର/ପାଟଣା (ଦଶରଥ ବାରିକ) : କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରୁ ପାଟଣା ପୁଲିସ ଓ ବନ ବିଭାଗର ମିଳିତ ଚଢାଉ ସମୟରେ ଓସ୍ତଯୋଡି ଗ୍ରାମରୁ ଗୋଟିଏ କଲରାପତରିଆ ବାଘଛାଲ ଜବତ କରାଯାଇଛି। ବାଘ ଛାଲ ବିକ୍ରି କରିବାକୁ ଉଦ୍ୟମ କରୁଥିବା…

ହିନ୍ଦୁ ଜାଗୃତିମଞ୍ଚ ତରଫରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପ୍ରସ୍ତୁତି ବୈଠକ

କେନ୍ଦୁଝର (ସୀତାରାମ ଦୀକ୍ଷିତ): କେନ୍ଦୁଝରର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଶ୍ରୀ କପିଳେଶ୍ୱର ମହେଶ ମନ୍ଦିର ପରିସରରେ ହିନ୍ଦୁ ଜାଗୃତିମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ହିନ୍ଦୁ ଜାଗୃତି ମଞ୍ଚର ଉପଦେଷ୍ଟା…

କଂସ ଅଭିନେତା ଙ୍କୁ ସମ୍ମାନିତ

ବରଗଡ଼ (ମୁକୁନ୍ଦ ଦାସ) : ବରଗଡ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଆଜି ବରଗଡ଼ ସ୍ଥିତ ଗାନ୍ଧି ଛକ ନିକଟ କଲ୍ୟାଣ ମଣ୍ଡପ ରେ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ର ଶେଷ ପ୍ରସ୍ତୁତି ଥିବା…

error: Content is protected !!
Powered by Joinchat