ବିଦେଶୀ ରାଷ୍ଟ୍ରମୁଖ୍ୟ ମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ମୋଦୀ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ନେହେରୁ ଏକମାତ୍ର ପ୍ରଧାନମନ୍ତ୍ରୀ ଥିଲେ ଯିଏ ଲଗାତାର ୩ଥର ବିଜୟୀ…
Tag: Odia News Paper
ଦିଗପହଣ୍ଡି ରେ ଜିତିଲେ ସିଦ୍ଧାନ୍ତ ମହାପାତ୍ର
ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଶେଷ ହୋଇଛି । ଫଳାଫଳ ଅନୁଯାୟୀ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢିବା ନିଶ୍ଚିତ । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ପଡିଛି ।…
ନବୀନ ପଟ୍ଟନାୟକ ଓ ବିଜେଡି ହାରିବାର ପ୍ରଛଦପଟର କାରଣ
ଦୀର୍ଘ ୨୪ବର୍ଷ ଶାସନ ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି।…
ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ ନବୀନ
ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ପରାଜୟ ପରେ ଏକ୍ସ ରେ ନିଜର ପ୍ରଥମ ବୟାନ ଦେଇଛନ୍ତି ନବୀନ। ସେ କହିଛନ୍ତି ‘ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର…
ବିଜେଡିରୁ ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ ହୋଇଛନ୍ତି
ବିଜେଡିର ଗଡ ଭାବେ ପରିଚିତ ପାଟକୁରା ନିଜର ସ୍ଥିତି ବଜାୟ ରଖିଛି। ଏଥର ବି ଶଙ୍ଖନାଦ । ବିଜେଡିରୁ ପ୍ରାର୍ଥୀ ହୋଇଥିବା ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ ହୋଇଛନ୍ତି । ପାଟକୁରାର ଟାଣୁଆ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ…
ବାରବାଟୀ- କଟକରେ ବିଜୟୀ ହେଲେ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ୍
ବାରବାଟୀ- କଟକରେ ପୁଣି କମାଲ୍ କଲା କଂଗ୍ରେସ । ନିଜ ଗଡ ବଞ୍ଚାଇ ରଖିଲା କଂଗ୍ରେସ । ୨୦୨୪ ବାଜିରେ ବିଜୟୀ ହେଲେ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ୍ । ତେବେ ବିଜେପିର ପ୍ରତିଦ୍ୱନ୍ଦୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏବଂ ବିଜେଡିର ପ୍ରକାଶ…
ଶେଷରେ କଣ୍ଟାବାଞ୍ଜିରୁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଶେଷରେ କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହାରି ଯାଇଛନ୍ତି।କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ…
ବଡ଼ଚଣାରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନିଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି
ଫିକା ପଡ଼ିଲା ବର୍ଷାପ୍ରିୟଦର୍ଶିନୀଙ୍କ ଜଲୱା। ବଡ଼ଚଣାରେ ବିଜେପି ପ୍ରାର୍ଥୀ ଅମର ନାୟକ ବାଜି ମାରିନେଇଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନିଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି।ବିଜେଡି ନୂଆ ପ୍ରାର୍ଥୀନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟକ୍କର ଦେଇଥିଲେ ବିଜେପିର ଅଭିଜ୍ଞ ନେତା ଅମର ନାୟକ…
ଘସିପୁରା ବିଧାନସଭା ଆସନରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଆଗରେ
କେଉଁଝରର ଘସିପୁରା ବିଧାନସଭା ଆସନରେ ଏକ ଭିନ୍ନ ପ୍ରକାରର ପରିସ୍ଥିତି ସୃଷ୍ଟି ହୋଇଛି। ଓଡିଶାରେ ନବୀନ ଏବଂ ମୋଦୀ ହ୍ୱାୱା ଚାଲିଥିବା ବେଳେ ଘସିପୁରାରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଆଗରେ ଅଛନ୍ତି। ଗଣତି ଅନୁସାରେ ସୌମ୍ୟରଂଜନ ପଟ୍ଟନାୟକ 2110 ଭୋଟ…
ଝାରସୁଗୁଡାରୁ ହାରିଲେ ବିଜେଡି ପ୍ରାର୍ଥୀନୀ ଦୀପାଳି ଦାସ
ଜାରି ରହିଛି ୨୦୨୪ ନିର୍ବାଚନର ଫଳାଫଳ ଗଣତି । ଏହାରି ଓଡ଼ିଶାରେ ବିଜେପି ୭୪ଟି ଆସନରେ ଆଗୁଆ ଥିବା ବେଳେ ବିଜେଡିକୁ ଲାଗିଛି ପ୍ରଥମ ଝଟକା । ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରସୁଗୁଡ଼ାର ଜିଲାର ଝାରସୁଗୁଡ଼ା ଓ ବ୍ରଜରାଜନଗର…