ଜିଲ୍ଲା ସଡକ ସୁରକ୍ଷା କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ

ପୁରୀ (ସମୀର ରଞ୍ଜନ ନାୟକ): ସଡକକୁ ସୁରକ୍ଷିତ ରଖାଯାଇପାରିଲେ ସଡ଼କ ସୁରକ୍ଷା ସହଜ ହୋଇ ପାରିବ। ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ପରସ୍ପର ସୁସମନ୍ୱୟ ରଖି କାର୍ଯ୍ୟ କଲେ ସଡକ ସୁରକ୍ଷା ସଫଳ ହେବା ସହ ଅନେକ ଜୀବନ ରକ୍ଷା ହୋଇ…

ବାଲିଯାତ୍ରା ସଚେତନତା ରଥକୁ ସ୍ବାଗତ।

ପୁରୀ (ସମୀର ରଞ୍ଜନ ନାୟକ): ଆଜି ପୁରୀ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ କଟକ ବାଲିଯାତ୍ରା ସଚେତନତା ରଥକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏହି ଭବ୍ୟ ରଥକୁ ସ୍ବାଗତ କରିବା ସହ ବାଲିଯାତ୍ରା ଆମ…

ବୁଗୁଡ଼ା ମିଡିଆ କ୍ଲବ୍ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ସାମ୍ବାଦିକ ଭବନ ପରିସରରେ ମିଡିଆ କ୍ଲବ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି । ମିଡିଆ କ୍ଲବ ସଭାପତି ଅନିଲ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ଅବସରରେ କୋଷାଧକ୍ଷ ବିଶ୍ବମୋହନ…

ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ):ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହ ଠାରେ ଜିଲ୍ଲା ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ ଙ୍କ ପ୍ରେରଣାରେ ଜାତୀୟ ପ୍ରେସ ଦିବସ ୨୦୨୪ ପାଳିତ ହୋଇଯାଇଛି…

ଶ୍ରୀମନ୍ଦିରରୁ ହଟିଲା କାର୍ତ୍ତିକ କଟକଣା,ଆଜିଠୁ ପୁଣି ଚାରିଦ୍ବାରରେ ଦର୍ଶନ

ପୁରୀ (ସମୀର ରଞ୍ଜନ ନାୟକ) : ଶ୍ରୀମନ୍ଦିରରେ କାର୍ତ୍ତିକ ମାସ ପାଇଁ ଲାଗିଥିବା ଦର୍ଶନ କଟକଣା ହଟାଇ ଦିଆଯାଇଛି। ଶନିବାରଠାରୁ ପୁଣି ଥରେ ଚାରିଦ୍ବାରରେ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ କହିଛନ୍ତି। ଭକ୍ତ ପୂର୍ବଭଳି…

ଶୃଙ୍ଖଳିତ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୀ (ସମୀର ରଞ୍ଜନ ନାୟକ): ସାଧାରଣ ଲୋକଙ୍କ ଆଶା, ଭରସା ଓ ବିଶ୍ୱାସର ପ୍ରତୀକ ଗଣମାଧ୍ୟମ ହୋଇଥାଏ ବୋଲି କହିଛନ୍ତି ପୁରୀ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା।ଆଜି ପୂର୍ବାହ୍ନରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ପୁରୀ ଜିଲ୍ଲା ସ୍ତରୀୟ ଜାତୀୟ…

ଭାରତୀୟ ମାନକ ବ୍ୟୁରୋ ଆନୁକୂଲ୍ୟରେ ଆୟୋଜିତ ମାନକ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର :ଭାରତୀୟ ମାନକ ବ୍ୟୁରୋ ଭୁବନେଶ୍ଵର ଶାଖା ତରଫରୁ ସ୍ଥାନୀୟ କିଟ୍ ବିଶ୍ୱବିଦ୍ୟାଳୟର ଅଡିଟୋରିୟମରେ ମାନକ ମହୋତ୍ସବ – ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା ତଥା ବିଜ୍ଞାନ…

ଅଡାଲରେ ଉଦଯାପିତ ହେଲା ଜଳନ୍ଧର ଦରବାର

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ଅଡାଲ ଗ୍ରାମରେ ପଞ୍ଚୁକ ଚତୁର୍ଦ୍ଦଶୀ ଅବସରରେ ଗତ କାଲି ସନ୍ଧ୍ୟାରେ ଜଳନ୍ଧର ଦରବାର ଜଳନ୍ଧର ବଧ ଅନୁଷ୍ଠିତ ହୋଇଥିଲା। ମା ଭଗବତୀ ନାଟ୍ୟ…

ଭଗବାନ ବିର୍ଷା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ଜନଜାତି ଗୌରବ ଦିବସ ପାଳିତ

ମୟୁରଭଞ୍ଜ/କରଞ୍ଜିଆ (ଜିତେନ୍ଦ୍ର ରାଜ଼):ଭାରତବର୍ଷର ମହାନ ସ୍ୱାଧୀନତା ସଂଗ୍ରାମୀ ଧରତୀ ଆବା ଭଗବାନ ବିର୍ଷା ମୁଣ୍ଡା ଙ୍କ ୧୫୦ ତମ ଜୟନ୍ତୀ ପାଳିତ ହୋଇଯାଇଛି । କରଞ୍ଜିଆ ଉପଖଣ୍ଡ ଓ ରାଇରଙ୍ଗପୁର ଉପଖଣ୍ଡ ନିମନ୍ତେ ଏକ କାର୍ଯ୍ୟକ୍ରମ ଯଶିପୁର ବ୍ଲକ ର ମହାର୍ଦ୍ଧପଳସା…

ଯୋଡ଼ାରେ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ପାଳିତ।

ଯୋଡ଼ା (ସୀତାରାମ ଦୀକ୍ଷିତ): କେନ୍ଦୁଝର ଜିଲ୍ଲା ଯୋଡ଼ା ସହରରେ ଆଦିବାସୀ ସମାଜ ତରଫରୁ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀକୁ ଆଦିବାସୀ ଗୌରବ ଦିବସ ଭାବେ ଖୁବ ଧୁମଧାମରେ ପାଳିତ ହୋଇଯାଇଅଛି।ଏହି ଅବସରରେ ସର୍ବପ୍ରଥମେ ଯୋଡ଼ା ସ୍ଥିତ କଳାପାହାଡ଼ ରେ ଥିବା…

error: Content is protected !!