ଭୁବନେଶ୍ୱର :ଓଡିଶାରେ ବଡ ଧରଣର ସିବିଆଇ ରେଡ କରାଯାଇଛି । ୬୭ଟିସ୍ଥାନରେ ସିବିଆଇ ରେଡ ହୋଇଥିବା ସୂଚନା ମିଳିଛି ମିଳିଥିବା ସୂଚନା ମୁତାବକ । ସାର୍ଟିଫିକେଟ ନେଇ ୬୩ ଜଣ ଆଶାୟୀ ଅଭିଯୋଗ କରିଥିଲେ ।ନୁଆପଡା ରାୟଗଡା କନ୍ଧମାଳ ନବରଙ୍ଗପୁର କେନ୍ଦୁଝର…
Tag: www.shreekhetranews.com
ସାମ୍ବାଦିକଙ୍କ ଲୋକସେବା ଭବନକୁ ପ୍ରବେଶ କଟକଣା ପ୍ରତ୍ୟାହାର କଲେ ନୂଆ ସରକାର
ଭୁବନେଶ୍ୱର : କୋଭିଡ୍-୧୯ ଆଳରେ ପୂର୍ବ ସରକାର ସାମ୍ବାଦିକଙ୍କ ଲୋକସେବା ଭବନକୁ ପ୍ରବେଶ ଉପରେ କଟକଣା ଲଗାଇଥିଲେ । ୨୦୨୦ ମାର୍ଚ୍ଚରୁ ଲୋକସେବା ଭବନକୁ ସାମ୍ୱାଦିକଙ୍କ ପ୍ରବେଶ ନିଷିଦ୍ଧ କରାଯାଇଥିଲା। କିନ୍ତୁ ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ…
ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ପୁରୀ :ଭକ୍ତଙ୍କ ପାଇଁ ଖୋଲିଲା ମହାପ୍ରଭୁଙ୍କ ଚାରିଦ୍ୱାର ମୁଖ୍ୟମନ୍ତ୍ରୀ ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ l ମହାପ୍ରଭୁଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ବାର…
ମନ୍ତ୍ରୀପରିଷଦର ପ୍ରଥମ ପ୍ରସ୍ତାବରେ ଶ୍ରୀମନ୍ଦିର ୪ଦ୍ୱାରା ଖୋଲିବା ପାଇଁ ନିଷ୍ପତି
ଭୁବନେଶ୍ୱର :ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସେଥିରେ ୧ମ ପ୍ରସ୍ତାବରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ୪ ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।…
ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡ଼ୁ
ନୂଆଦିଲ୍ଲୀ :ତେଲୁଗୁ ଦେଶମ ପାର୍ଟି (ଟିଡିପି)ର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଆଜି ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ ଭାବେ ପୱନ କଲ୍ୟାଣ ଶପଥ ନେଇଥିଲେ। ଶପଥ ଗ୍ରହଣ ଉତ୍ସବରେ…
ଶପଥ ନେଲେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମଣ୍ଡଳ
ଭୁବନେଶ୍ୱର :ସବୁ ଅପେକ୍ଷାର ଅନ୍ତ ଘଟାଇ ୨୪ ବର୍ଷ ପରେ ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ତାଙ୍କ ସହ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ନିମାପଡା ବିଧାୟକ ପ୍ରଭାତୀ ପରିଡ଼ା ଓ ପାଟଣାଗଡ ବିଧାୟକ କେଭି ସିଂହଦେଓ…
ନିମନ୍ତ୍ରଣ ରକ୍ଷା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର :ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ରକ୍ଷା କରିବେ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ । ଯାହାର ଭିଜୁଆଲ ମଧ୍ୟ ଦେଖିବାକୁ ମିଳିଛି। ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟରେ ନବୀନ ପଟ୍ଟନାୟକ ଲେଖିଛନ୍ତି, ରାଜ୍ୟର…
ଓଡିଶା ଶପଥଗ୍ରହଣ ଉତ୍ସବରେ ଯୋଗଦେବାକୁ ରାଜଧାନୀରେ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ସେଥିପାଇଁ ଚଳଞ୍ଚଳ ହୋଇଛି ରାଜଧାନୀ ଭୁବନେଶ୍ୱର। ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ। ଆଜିର ଶପଥ ଗ୍ରହଣ…
ପାକିସ୍ତାନ ସପକ୍ଷବାଦୀ ନାରା ଉପରେ ସ୍ପଷ୍ଟୀକରଣ ଦେଲେ କଟକ ବିଧୟିକା
କଟକ: ଗତ ନିର୍ବାଚନରେ ସମ୍ପୂର୍ଣ ଓଡିଶାରେ ବିଜେପି ଓ ନରେନ୍ଦ୍ର ମୋଦୀଙ୍କ ଝଡ ଥିଲା। କିନ୍ତୁ ଓଡିଶାରେ ଭାଇଚାରର ସହର ଭାବେ ପରିଚିତ ଐତିହାସିକ ସହର କଟକବାସୀ ବାଛିଥିଲେ ଭିନ୍ନ ରାସ୍ତା। କଟକରୁ ଜିତିଥିଲେ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋଷ।…
ଯୁବ ଓ ଛାତ୍ର କଂଗ୍ରେସ କର୍ମୀଙ୍କ ଦ୍ୱାରା ପିସିସି ସଭାପତି ଓ ରାଜ୍ୟ କଂଗ୍ରେସ ପ୍ରଭାରୀଙ୍କ କୁଶପୁତ୍ତଳିକା ଦାହ
ପୁରୀ:ପୁରୀ ବିଧାନସଭା ଅନ୍ତର୍ଗତ ଯୁବ ଓ ଛାତ୍ର କଂଗ୍ରେସ କର୍ମୀ ଙ୍କ କଂଗ୍ରେସ ପିସିସି ସଭାପତି ଓ ରାଜ୍ୟ କଂଗ୍ରେସ ପ୍ରଭାରୀ ଙ୍କ ବିରୋଧରେ କୁଶପୁତ୍ତଳିକା ପୋଡି ବିରୋଧ ଦର୍ଶାଇଛନ୍ତି | ଏହାର ଅନେକ କାରଣ ମଧ୍ୟ ରୁ ସେମାନେ ଯୁବ…