କଲରାପତରିଆ ବାଘର ମୃତଦେହ ଉଦ୍ଧାର

ବରଗଡ଼(ରିପୋର୍ଟ – ମୁକୁନ୍ଦ ଦାସ ): ବରଗଡ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ବୁଧବାର…

error: Content is protected !!