ନୂଆବର୍ଷରେ ବୁଦ୍ଧଖୋଲ ଐତିହାସିକ ଶୈବପୀଠରେ ପର୍ଯ୍ୟଟକଙ୍କ ଭିଡ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଇଂରାଜୀ ନବ ବର୍ଷର ଆଦ୍ୟ ଦିବସରେ ଏଠାକାର ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା । ବୁଦ୍ଧଖୋଲର ପଞ୍ଚଶମ୍ଭୁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଥ‌ିବା ବେଳେ ପାଦଦେଶସ୍ଥ ଶିବପାର୍ବତୀଙ୍କ…

କରଚୁଲି ସରସ୍ବତୀ ଶିଶୁମନ୍ଦିର ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରଚୁଲି ଗ୍ରାମର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁମନ୍ଦିର ର ଉନବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଜି. ବଦ୍ରୀନାଥ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ…

ବୈଷ୍ଣବ ଚରଣ ଦାଶ ଙ୍କ ‘ ପର୍ବ ଆମ ପରମ୍ପରାର ‘ ପୁସ୍ତକ ଉନ୍ମୋଚିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୀରଧନଞ୍ଜୟ ପୁର ଶାସନସ୍ଥ ବୁଦ୍ଧ ବିହାର ଛାତ୍ରାବାସ ପରିସର ରେ ନିୟୁ ଏରା ପବ୍ଲିକ ସ୍କୁଲ ର ସହକାରୀ ଶିକ୍ଷକ ବୈଷ୍ଣବ ଚରଣ ଦାଶ ଙ୍କ ରଚିତ ‘ପର୍ବ ଆମ ପରମ୍ପରାର’ ପୁସ୍ତକ ଉନ୍ମୋଚନ ହୋଇଥିଲା।…

୨୨୭ ଜଣ ଛାତ୍ରଛାତ୍ରୀ ଦେଲେ ନବମ ଶ୍ରେଣୀ ଏନ୍‌ଆରଟିଏସ୍ ପରୀକ୍ଷା

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ସ୍ନାନୀୟ ପିପୁଲ୍ଲ ହାଇସ୍କୁଲ କେନ୍ଦ୍ରରେ ଆଜି ନବମ ଶ୍ରେଣୀ ଜାତୀୟ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୁଗୁଡା ଗୋଷ୍ଠୀ ଶିକ୍ଷାଧୁକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟର ୨୨୭ ଜଣ…

ଚୈତନ୍ୟ ମଠରେ ଗୋବର୍ଦ୍ଧନ ପୂଜାତ୍ସୋବ ଅନୁଷ୍ଠିତ

ବୁଗୁଡା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଗୌଡୀୟ ମଠରେ ଗୋବର୍ଦ୍ଧନ ପୂଜାତ୍ସୋବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପବିତ୍ର କାର୍ତ୍ତିକ ଶୁକ୍ଲ ପ୍ରତିପଦାରେ ଆୟୋଜିତ ଏହି ଉତ୍ସବ ଅବସରରେ ଶ୍ରୀକୃଷ୍ଣଙ୍କ ଅଭିଷେକ…

error: Content is protected !!