ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା,ଏକ ଘଣ୍ଟା ଧରି ଚିଲିକା ମଝିରେ ଫସି ରହିଛି ଡଙ୍ଗା

ଭୁବନେଶ୍ୱର(ସମୀର ରଞ୍ଜନ ନାୟକ :ଚିଲିକା ମଝିରେ ଆଜି ଏକ ଯାତ୍ରୀବାହୀ ଡଙ୍ଗାଟି ଫଶି ରହିଥିବା ଘଟଣା ସାମ୍ନାକୁ ଆସିଛି । ଡଙ୍ଗାଟିରେ ୫୦ ଜଣ ଯାତ୍ରୀ ଥିଲେ । ଯାନ୍ତ୍ରୀକ ତୃଟି କାରଣରୁ ଡଙ୍ଗାଟି ବହୁ ସମୟ ଧରି ଅଟକି ରହିଥିଲା…

error: Content is protected !!